ଅକ୍ଷର ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ବାତ୍ୟାକୁ ନେଇ ବିଭାଗ ସତର୍କ ରହିଛି ଓ ମୁକାବିଲା ପାଇଁ ମଧ୍ୟ ପ୍ରସ୍ତୁତ ରହିଛି । ପ୍ରଥମେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ପରେ ଓଡିଶାରେ ପ୍ରଭାବ ପଡିବାର ସମ୍ଭାବନା ରହିଛି । ୨୪ ତାରିଖ ବେଳକୁ ଅଧିକ ସ୍ପଷ୍ଟତା ଆସିପାରିବ ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ ।
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।












Leave a Reply