ଅକ୍ଷର ବ୍ୟୁରୋ: ରାଜ୍ୟର ଆଉ ୪ ଜିଲ୍ଲାରେ ଖୋଲିବ ଚାଉଳ ATM । ବିଧାନସଭାରେ ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀଙ୍କ ଲିଖିତ ଉତ୍ତର ଝାରସୁଗୁଡ଼ା, ନବରଙ୍ଗପୁର, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାରେ ଖୋଲିବ ଚାଉଳ ATM । ରାଜ୍ୟର ପ୍ରଥମ ଚାଉଳ ATM ଭୁବେନେଶ୍ୱର ମଞ୍ଚେଶ୍ୱରରେ ଖୋଲିଥିଲା । ୨୦୨୪ ଜୁଲାଇରୁ ଏପର୍ଯ୍ୟନ୍ତ ୨୦ ହଜାର ୨୧୭ ଜଣ ଚାଉଳ ଉଠାଇଛନ୍ତି । ମୋଟ୍ ୩ ହଜାର ୮ ଶହ ୫ କୁଇଣ୍ଟାଲ କିଲୋଗ୍ରାମ ଚାଉଳ ଉଠାଣ ହୋଇଛି ।
ରାଜ୍ୟର ୪ ଜିଲ୍ଲାରେ ଖୋଲିବ ଚାଉଳ ATM; ବିଧାନସଭାରେ ବିଧାୟକଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ଯୋଗାଣ ମନ୍ତ୍ରୀ ।












Leave a Reply