ଆଜି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନଠାରେ ଏହି ବୈଠକ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାକୁ ଯାଉଛି ।
ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ୧୦ଟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ବିଭିନ୍ନ ବିଭାଗ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ସେହିଭଳି ଆଗକୁ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବାକୁ ଯାଉଥିବାବେଳେ କିଛି ବଡ଼ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି।












Leave a Reply