ସରକାରୀ ଉଦ୍ୟୋଗର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଉଦ୍ୟୋଗର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)