ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ।

ଅକ୍ଷର ବ୍ୟୁରୋ: ରବିବାର ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ । କଟକ ସହିଦ ଭବନରେ ହାଇକୋର୍ଟ ବାର୍ ଆସୋସିଏସନ୍ ପକ୍ଷରୁ ଆୟୋଜନ ହେବାକୁଥିବା ଆଲୋଚନା ଚକ୍ରରେ ଯୋଗଦେବେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)