ଆଜିଠାରୁ ଐତିହାସିକ ବାଲିଯାତ୍ରା: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ: ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା | ଅପରାହ୍ଣରେ ଏହାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ଏଥର ବାଲିଯାତ୍ରାକୁ…

Read More

ରାଜ୍ୟର ୪୪ଟି ତହସିଲରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ; ଘରେ ବସି ଅନ୍‌ଲାଇନ୍‌ରେ କରିପାରିବେ ସ୍ଲଟ୍ ବୁକ୍‌ ।

ଅକ୍ଷର ବ୍ୟୁରୋ: ସହଜ ହେବ ଜମିଜମା ପଞ୍ଜୀକରଣ ଓ କିଣାବିକା । ଘରେ ବସି ଅନ୍‌ଲାଇନ୍‌ରେ କରିପାରିବେ ସ୍ଲଟ୍ ବୁକ୍‌ । ଲୋକସେବା ଭବନରେ ରାଜ୍ୟର ୪୪ଟି…

Read More

ସେମି କଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ; ଭିସି‌ରେ ଯୋଗ ଦେଇ ବଡ ସୂଚନା ଦେଲେ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ।

ଅକ୍ଷର ବ୍ୟୁରୋ: ପ୍ରଥମ ସେମି କଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌ର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିରେ କେନ୍ଦ୍ର ସୂଚନା ପ୍ରସାରଣ, ଇଲେକ୍ଟ୍ରୋନିକ୍ସ, ଆଇ.ଟି.…

Read More

ଆଜିଠୁ ସୁଭଦ୍ରା ଶକ୍ତି ମେଳା ଆରମ୍ଭ; ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଆଜିଠୁ ସୁଭଦ୍ରା ଶକ୍ତି ମେଳା । ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ । ନଭେମ୍ବର ପହିଲାରୁ ୧୨ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା ଇଡ଼କୋ ପ୍ରଦର୍ଶନୀ…

Read More

ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟବ୍ୟାପୀ ଏକତା ଦୌଡ଼ର ଆୟୋଜନ ।

ଅକ୍ଷର ବ୍ୟୁରୋ: ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ରାଜ୍ୟବ୍ୟାପୀ ଏକତା ଦୌଡ଼ର ଆୟୋଜନ ହୋଇଛି…

Read More

ନଭେମ୍ବର ୧ରୁ ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

ଅକ୍ଷର ବ୍ୟୁରୋ: ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ । ନଭେମ୍ବର ୧ରୁ ତହସିଲ ଅଫିସରେ ଜମି କିଣାବିକା ହୋଇପାରିବ ।…

Read More

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କ୍ଷୋଭ ।

ଅକ୍ଷର ବ୍ୟୁରୋ: କ୍ଷୋଭ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କ୍ଷୋଭ ପ୍ରକାଶ । ଦୁର୍ନୀତିରେ…

Read More

ସମୀକ୍ଷା ବୈଠକ: ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି, ମୁଖ୍ୟମନ୍ତ୍ରୀଙ୍କ ସୂଚନା ।

ଅକ୍ଷର ବ୍ୟୁରୋ: ସରିଲା ବାତ୍ୟା ମୁକାବିଲା ସମୀକ୍ଷା ବୈଠକ । ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି…

Read More

ବାତ୍ୟା ‘ମୋନ୍ଥା’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବାତ୍ୟା ମୁକାବିଲା ସମୀକ୍ଷା ବୈଠକ ।

ଅକ୍ଷର ବ୍ୟୁରୋ: ଆଜି ଲୋକସେବା ଭବନରେ ବସିବ ବାତ୍ୟା ମୁକାବିଲା ସମୀକ୍ଷା ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବୈଠକରେ…

Read More

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ; ଇଣ୍ଡିଆ ମେରିଟାଇମ୍ ସପ୍ତାହ ୨୦୨୫ ସମ୍ମିଳନୀ ଯୋଗଦେବେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଆସନ୍ତା କାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ । କାଲିଠାରୁ ଅର୍ଥାତ ଅକ୍ଟୋବର ୨୭ ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଇଣ୍ଡିଆ ମେରିଟାଇମ୍ ସପ୍ତାହ…

Read More
Social media & sharing icons powered by UltimatelySocial
Facebook
X (Twitter)