ଶ୍ରୀମନ୍ଦିରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ; ମହାପ୍ରଭୁଙ୍କୁ ଦର୍ଶନ କରି ଆର୍ଶୀବାଦ ନେଲେ ରେଖା ଗୁପ୍ତା

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା।…

Read More
Social media & sharing icons powered by UltimatelySocial
Facebook
X (Twitter)