ରାଜ୍ୟରେ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ଏବଂ ଅର୍ଥନୀତିର ବିକାଶ ପାଇଁ କାର୍ଯ୍ୟକାରୀ ହେବ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍; ଏନେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ MoU ସ୍ୱାକ୍ଷରିତ ।

ଅକ୍ଷର ବ୍ୟୁରୋ: ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପର୍ଯ୍ୟାବରଣରେ ସନ୍ତୁଳନ ରକ୍ଷାକରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍…

Read More

ବିଧାନସଭାରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଅକ୍ଷର ବ୍ୟୁରୋ: ବିଧାନସଭାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

Read More

୩ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଅକ୍ଷର ବ୍ୟୁରୋ: ୩ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶନିବାର ମୁଖ୍ୟମନ୍ତ୍ରୀ ହେଲିକ୍ୟାପ୍ଟର୍ ଯୋଗେ କେନ୍ଦୁଝର ସହର ନିକଟ ବେଦାପଳସା ଫୁଟବଲ୍…

Read More

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟାରେ ବସିବ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ।

ଅକ୍ଷର ବ୍ୟୁରୋ: ଶନିବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ସୂତ୍ର ଅନୁଯାୟୀ, ସନ୍ଧ୍ୟା ୬ଟାରେ ଏହି…

Read More

ଖଡ଼ିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା; ଶିଶୁ ବାଟିକାରେ ମିଶିବ ସମସ୍ତ ଅଙ୍ଗନବାଡି ।

ଅକ୍ଷର ବ୍ୟୁରୋ: ଶିଶୁ ବାଟିକାରେ ମିଶିବ ସମସ୍ତ ଅଙ୍ଗନବାଡି । ୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସ୍କୁଲ୍‌ । ଖଡ଼ିଛୁଆଁ ଉତ୍ସବରେ ଏ ଘୋଷଣା…

Read More

ରାଜ୍ୟବ୍ୟାପୀ ପାଳନ ହେଉଛି ଖଡ଼ି ଛୁଆଁ ସହ ପ୍ରବେଶ ଉତ୍ସବ; କୁନି କୁନି ପିଲାଙ୍କୁ ଖଡ଼ି ଛୁଆଁଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଅକ୍ଷର ବ୍ୟୁରୋ: ରାଜ୍ୟବ୍ୟାପୀ ଖଡ଼ି ଛୁଆଁ ସହ ନୂଆ ଶ୍ରେଣୀ ଗୃହରେ ପିଲାଙ୍କ ପାଇଁ ପ୍ରବେଶ ଉତ୍ସବ ପାଳନ ହୋଇଛି । ରାଜଭବନ ସରକାରୀ ସ୍କୁଲରେ ଆୟୋଜିତ…

Read More

ଜନଗଣନାରେ ସାମିଲ ହେବାକୁ ରାଜ୍ୟବାସୀଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଜନଗଣନାରେ ସାମିଲ ହେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଜନଗଣନା ନେଇ ସମୀକ୍ଷା ପରେ ରାଜ୍ୟବାସୀଙ୍କୁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Read More

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠରେ ୯୧ତମ ଓଡ଼ିଶା ଦିବସ ପାଳନ କଲେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମରେ ୯୧ତମ ଓଡ଼ିଶା ଦିବସ ପାଳିତ ହୋଇଛି । ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋରେ ୯୧ତମ ଓଡ଼ିଶା ଦିବସ…

Read More

ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଅକ୍ଷର ବ୍ୟୁରୋ: ପବିତ୍ର ଉତ୍କଳ ଦିବସ ଅବସରରେ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଆ ସଂସ୍କୃତି, ଐତିହ୍ୟ…

Read More

୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ କଲେ ରାଜ୍ୟ ସରକାର; ୪ ଜଣ ମନ୍ତ୍ରୀ ଓ ୨୬ ଜଣ ବିଧାୟକଙ୍କୁ ମିଳିଛି ଦାୟିତ୍ୱ ।

ଅକ୍ଷର ବ୍ୟୁରୋ: ନେତାଙ୍କୁ ମିଳିଲା ଜିଲ୍ଲା ଯୋଜନା କମିଟି ଦାୟିତ୍ୱ । ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ କଲେ ରାଜ୍ୟ ସରକାର । ଆହୁରି…

Read More
Social media & sharing icons powered by UltimatelySocial