ରାଜ୍ୟରେ ଅଂଶୁଘାତରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିସଂଖ୍ୟା ୩; ୧୬ଟି ଅଭିଯୋଗ ମଧ୍ୟରୁ ୧୩ଟି ଅଭିଯୋଗର ତଦାରଖ କରାଯାଉଛି ବୋଲି କହିଛନ୍ତି ଡେପୁଟି SRC ।

ଅକ୍ଷର ବ୍ୟୁରୋ: ରାଜ୍ୟରେ ଅଂଶୁଘାତ ମୃତ୍ୟୁସଂଖ୍ୟା ୩ ଛୁଇଁଲା । ବଲାଙ୍ଗିର, ସୁନ୍ଦରଗଡ ଓ ସୁବର୍ଣ୍ଣପୁରରେ ଜଣେ ଲେଖାଏଁ ମୃତ । ବଲାଙ୍ଗିର, ସୁନ୍ଦରଗଡ ଓ ସୁବର୍ଣ୍ଣପୁରରେ ଜଣେ ଲେଖାଏଁ ମୃତ । ୧୬ଟି ଅଭିଯୋଗ ମଧ୍ୟରୁ ୩ଟି ଅଂଶୁଘାତଜନିତ ମୃତ୍ୟୁ ବୋଲି ସ୍ପଷ୍ଟ । ବାକି ୧୩ଟି ଅଭିଯୋଗର ତଦାରଖ କରାଯାଉଛି ବୋଲି କହିଛନ୍ତି ଡେପୁଟି SRC । ଲୋକେ ସଚେତନ ଥିବାରୁ ଚଳିତ ବର୍ଷ ଅଂଶୁଘାତ ମୃତ୍ୟୁସଂଖ୍ୟା କମିଛି । ଅଂଶୁଘାତରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କୁ ଷ୍ଟେଟ ଡିଜାଷ୍ଟର ରେସ୍ପନ୍ସ ଫଣ୍ଡରୁ ମୃତକଙ୍କ ପରିବାରକୁ 50ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)