ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

ଅକ୍ଷର ବ୍ୟୁରୋ: ଦ୍ୱିତୀୟ ଦିନରେ ଚାଲିପାରିଲାନି ବିଧାନସଭା । ବିରୋଧୀ ବିଜେଡି, କଂଗ୍ରେସ ବିଧାୟକଙ୍କ ନାରାବାଜି ଭିତରେ ଆଜି ଦିନରେ ତୃତୀୟ ଥର ଗୃହ ମୁଲତବୀ କରିଛନ୍ତି ବାଚସ୍ପତି । ତେବେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବୀ କରାଯାଇଛି । ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ଆଜି ଦିନରେ ମାତ୍ର ୭ ମିନିଟ୍ ଚାଲିପାରିଛି ଗୃହ । ବିରୋଧୀ ବିଧାୟକ ଧାନ ବସ୍ତା ରଖି ପ୍ରତିବାଦ କରିଥିଲେ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)