ଅକ୍ଷର ବ୍ୟୁରୋ: ସରିଲା ରାଜ୍ୟ କ୍ୟାବିନେଟ ବୈଠକ । ୫ଟି ବିଭାଗର ୧୧ଟି ପ୍ରସ୍ତାବ ଉପରେ ବାଜିଲା ମୋହର । ଜଳ ସମ୍ପଦ ବିଭାଗର ୫ଟି ଟେଣ୍ଡରକୁ ଅନୁମତି ମିଳିଛି । ପାର୍ବତୀଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ଵ ଦିଆଯାଇଛି । ଏହି ଜଳ ପ୍ରକଳ୍ପ ଦ୍ଵାରା ୬୧୨୦ ହେକ୍ଟର ଜମି ଜଳସେଚିତ ହେବ । ଏହାଦ୍ଵାରା ସମ୍ବଲପୁରର ୧୪ଟି ଗାଁ ଉପକୃତ ହେବେ । ସେହିପରି ଅଟଳ ବସଷ୍ଟାଣ୍ଡ ପାଇଁ ୩୪୦୦ କୋଟିର ବ୍ୟୟ ଅଟକଳ କରାଯାଇଛି । ୩୧୮ଟି ବସଷ୍ଟାଣ୍ଡର ଉନ୍ନତୀକରଣ ହେବ । ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି ।
ସରିଲା ରାଜ୍ୟ କ୍ୟାବିନେଟ ବୈଠକ; ୫ଟି ବିଭାଗର ୧୧ଟି ପ୍ରସ୍ତାବ ଉପରେ ବାଜିଲା ମୋହର ।












Leave a Reply