ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର ।

ଅକ୍ଷର ବ୍ୟୁରୋ: ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଲାଇଟ୍ ମେସିନ୍ ଗନ୍ ସହ ଆତ୍ମସମର୍ପଣ କଲେ ମିଳିବ ୪ ଲକ୍ଷ ୯୫ ହଜାର ଟଙ୍କା । ଏକେ ୪୭ ସହ ଆତ୍ମସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା । SLR ସହ ଆତ୍ମସମର୍ପଣ କଲେ ମିଳିବ ୧ ଲକ୍ଷ ୬୫ ହଜାର ଟଙ୍କା । ୧୦ ଲକ୍ଷ ପୁରସ୍କାର ଥିବା ମାଓବାଦୀ ଆତ୍ମସମର୍ପଣ କଲେ ମିଳିବ ୫ ଲକ୍ଷ ଟଙ୍କା । ସେମାନଙ୍କ ନାଁରେ ଥିବା ସବୁ ଛୋଟମୋଟ ମାମଲା ପ୍ରତ୍ୟାହାର କରିବେ ସରକାର । ପଲିଟବ୍ୟୁରୋ, ସେଣ୍ଟ୍ରାଲ କମିଟି ମେମ୍ବରଙ୍କୁ ମିଳିବ ୧ କୋଟି ୧୦ ଲକ୍ଷ । ଷ୍ଟେଟ୍ କମିଟି, ସ୍ପେଶାଲ୍ ଜୋନାଲ୍ କମିଟି ସଦସ୍ୟଙ୍କୁ ମିଳିବ ୫୫ ଲକ୍ଷ ଟଙ୍କା । ରିଜିଓନାଲ୍ କମିଟି ସଦସ୍ୟଙ୍କୁ ୩୩ ଲକ୍ଷ, ଡିଭିଜନାଲ୍ କମିଟି ସଦସ୍ୟଙ୍କ ୨୭.୫ ଲକ୍ଷ ଟଙ୍କା । ଡିଭିଜନାଲ୍ କମିଟି ମେମ୍ବରଙ୍କୁ ମିଳିବ ୨୨ ଲକ୍ଷ ଟଙ୍କା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)