ରାଜଧାନୀରେ ପୁଣି ଏକ ଦୁର୍ଘଟଣା; ଟ୍ରକକୁ ପିଟିଲା ବାଉଁଶ ବୋଝେଇ ହାଇୱା ।

ଅକ୍ଷର ବ୍ୟୁରୋ: ରାଜଧାନୀରେ ପୁଣି ଏକ ଦୁର୍ଘଟଣା । ବାଉଁଶ ବୋଝେଇ ଟ୍ରକକୁ ପିଟିଲା ବାଲି ବୋଝେଇ ହାଇୱା । କାଚ ଭାଙ୍ଗି ଭିତରେ ପଶିଲା ବାଉଁଶ । ଭୁବନେଶ୍ୱର ଚନ୍ଦ୍ରଶେଖରପୁର କଲ୍ୟାଣ ମଣ୍ଡପ ସମ୍ମୁଖରେ ଘଟିଛି ଏହି ଦୁର୍ଘଟଣା । ହାଇୱା ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଅଛି । ଚନ୍ଦ୍ରଶେଖରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଡ଼୍ରାଇଭରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)