ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ । ସମ୍ୱଲପୁର ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା । ସକାଳ ୯ଟା ୧୮ରେ ଜେନେରାଲ୍ କୋଚର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ସମ୍ୱଲପୁର ସିଟି ଷ୍ଟେସନ ପୂର୍ବରୁ ଲାଇନଚ୍ୟୁତ ।
ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ ।












Leave a Reply