ଅକ୍ଷର ବ୍ୟୁରୋ: ଆଜି ନୁହେଁ କାଲି ଓଡ଼ିଶା ଆସିବେ ଶାହ । ଆସନ୍ତାକାଲି ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ । କଟକ ମୁଣ୍ଡଳିସ୍ଥିତ CISFର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ ଜଟଣୀରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ । ଏଥି ସହ ଆଭାସୀ ମାଧ୍ୟମରେ NFSU ଟ୍ରାନଜିଟ୍ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିବେ । ଏହାପରେ ପାରାଦୀପରେ ସଲଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟର ଶୁଭଉଦଘାଟନ କାର୍ଯ୍ୟକ୍ରମ ରହିଛି । ଏହାପରେ ସଂଧ୍ୟାରେ ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡିଆରେ ପ୍ରଦର୍ଶନୀର ଉଦଘାଟନ କାର୍ଯ୍ୟକ୍ରମ ରହିଛି ।
ଆସନ୍ତାକାଲି ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ; କଟକ ମୁଣ୍ଡଳିସ୍ଥିତ CISFର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଦେବେ ଯୋଗ ।












Leave a Reply